ଯୋୟେଲ 3:12 - ଓଡିଆ ବାଇବେଲ12 ଗୋଷ୍ଠୀବର୍ଗ ଉଦ୍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା। Gade chapit laପବିତ୍ର ବାଇବଲ (Re-edited) - (BSI)12 ଗୋଷ୍ଠୀବର୍ଗ ଉଦ୍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଗୋଷ୍ଠୀବର୍ଗ ଉଦ୍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା। Gade chapit laପବିତ୍ର ବାଇବଲ12 ହେ, ରାଜ୍ୟବାସୀ! ଜାଗ୍ରତ ହୁଅ, ଯିହୋଶାଫଟର ଉପତ୍ୟକାକୁ ଆସ କାରଣ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲର ଚତୁର୍ପାର୍ଶ୍ୱରେ ଥିବା ରାଜ୍ୟମାନଙ୍କର ବିଗ୍ଭର କରିବା ପାଇଁ ଫେରି ଆସିବା। Gade chapit la |
ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।