Biblia Todo Logo
Bib sou entènèt

- Piblisite -




ଯୂନସ 1:11 - ଓଡିଆ ବାଇବେଲ

11 ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା ?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେତେବେଳେ ସେମାନେ ତାଙ୍କୁ କହିଲେ, ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା? କାରଣ ସମୁଦ୍ର ବେଳକୁ ବେଳ ପ୍ରଚଣ୍ତ ହୋଇ ଉଠିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।

Gade chapit la Kopi

ପବିତ୍ର ବାଇବଲ

11 ପବନ ଓ ଢେଉ ସମୁଦ୍ରରେ ଅଧିକ ଶକ୍ତିଶାଳୀ ହୋଇ ବଢ଼ିବାକୁ ଲାଗିଲା। ତେଣୁ ଲୋକମାନେ ଯୂନସକୁ କହିଲେ, “ଆମ୍ଭେମାନେ ଆମ୍ଭମାନଙ୍କୁ ରକ୍ଷା କରିବାକୁ କ’ଣ କରିବୁ? ତୁମ୍ଭ ପ୍ରତି କ’ଣ କଲେ ସମୁଦ୍ର ଶାନ୍ତ ହେବ?”

Gade chapit la Kopi




ଯୂନସ 1:11
6 Referans Kwoze  

ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, “ତୁମ୍ଭେ ଏ କି କର୍ମ କରିଅଛ ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି।”


ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇ ଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋ’ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।”


Swiv nou:

Piblisite


Piblisite