Biblia Todo Logo
Bib sou entènèt

- Piblisite -




ଯୂନସ 1:13 - ଓଡିଆ ବାଇବେଲ

13 ତଥାପି ସେହି ଲୋକମାନେ କୂଳକୁ ଫେରି ଯିବା ନିମନ୍ତେ ବଡ଼ ଯତ୍ନରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତଥାପି ସେହି ଲୋକମାନେ କୂଳକୁ ଫେରି ଯିବା ନିମନ୍ତେ ବଡ଼ ଯନିରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ତ ହୋଇ ଉଠିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତଥାପି ସେହି ଲୋକମାନେ କୂଳକୁ ଫେରିଯିବା ନିମନ୍ତେ ବଡ଼ ଯତ୍ନରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ସେହି ନାବିକମାନେ ଯୂନସକୁ ସମୁଦ୍ରକୁ ଫିଙ୍ଗିବାକୁ ଇଚ୍ଛା କରି ନ ଥିଲେ। ସେମାନେ ଜାହାଜକୁ କୂଳକୁ ନେବାକୁ ବହୁ ଚେଷ୍ଟା କଲେ, କିନ୍ତୁ କୂଳକୁ ନେବାକୁ ସକ୍ଷମ ହେଲେ ନାହିଁ। ପବନ ଓ ତରଙ୍ଗ ଅଧିକ ଶକ୍ତିଶାଳୀ ହୋଇ ସେମାନଙ୍କ ବିରୁଦ୍ଧରେ ବହିବାକୁ ଲାଗିଲା।

Gade chapit la Kopi




ଯୂନସ 1:13
4 Referans Kwoze  

ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ସେ ଶାନ୍ତି ଦେଲେ, କିଏ ଦୋଷ ଦେଇପାରେ ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖିପାରେ ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;


ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇ ଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋ’ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।”


ଏହେତୁରୁ ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ଆମ୍ଭେମାନେ ବିନତି କରୁଅଛୁ, ହେ ସଦାପ୍ରଭୁ, ଆମ୍ଭେମାନେ ବିନତି କରୁଅଛୁ, ଏହି ମନୁଷ୍ୟର ପ୍ରାଣ ସକାଶୁ ଆମ୍ଭେମାନେ ବିନଷ୍ଟ ନ ହେଉ, ପୁଣି ନିରପରାଧର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପରେ ନ ବର୍ତ୍ତାଅ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଇଚ୍ଛାମତ କାର୍ଯ୍ୟ କରିଅଛ।”


Swiv nou:

Piblisite


Piblisite