Biblia Todo Logo
Bib sou entènèt

- Piblisite -




ଯୂନସ 1:15 - ଓଡିଆ ବାଇବେଲ

15 ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇ ଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ଡତାରୁ ନିବୃତ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇ ଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ତତାରୁ ନିବୃତ୍ତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ଡତାରୁ ନିବୃତ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ

15 ତେଣୁ ସେହି ନାବିକମାନେ ଯୂନସକୁ ସମୁଦ୍ରରେ ଫିଙ୍ଗି ଦେଲେ। ଝଡ଼ ବନ୍ଦ ହେଲା ଓ ସମୁଦ୍ର ଶାନ୍ତ ହେଲା।

Gade chapit la Kopi




ଯୂନସ 1:15
10 Referans Kwoze  

ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ । ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହି ସବୁ ବନ୍ଦ ହୋଇ ସୁସ୍ଥିର ହେଲା ।


ସେ ବତାସକୁ ସୁସ୍ଥିର କରନ୍ତି, ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ।


ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ୱ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶାନ୍ତ କରୁଅଛ।


ସେ ସେମାନଙ୍କୁ କହିଲେ, ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା ।


ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶାନ୍ତ କରିଥାଅ।


ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍‍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ।


କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।”


Swiv nou:

Piblisite


Piblisite