ଯୂନସ 1:16 - ଓଡିଆ ବାଇବେଲ16 ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ। Gade chapit laପବିତ୍ର ବାଇବଲ16 ଯେତେବେଳେ ଲୋକମାନେ ଏହା ଦେଖିଲେ ସେମାନେ ଭୟଭୀତ ହୋଇ ପଡ଼ିଲେ ଏବଂ ସଦାପ୍ରଭୁଙ୍କୁ ଉପାସନା କଲେ। ସେମାନେ ସଦାପ୍ରଭୁଙ୍କୁ ବଳି ଦେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ମାନସିକ କରି ଶପଥ କଲେ। Gade chapit la |
ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ୱନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ।