ଯୂନସ 1:4 - ଓଡିଆ ବାଇବେଲ4 ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)4 ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ତ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା। Gade chapit laପବିତ୍ର ବାଇବଲ4 କିନ୍ତୁ ସଦାପ୍ରଭୁ ଗୋଟିଏ ପ୍ରକାଣ୍ତ ଝଡ଼ି ସେହି ସମୁଦ୍ରକୁ ପ୍ରେରଣ କଲେ। ସେହି ବାତ୍ୟା ସମୁଦ୍ରକୁ ଅଶାନ୍ତ କରି ଦେଲା। ସେହି ଝଡ଼ ଅତି ଶକ୍ତିଶାଳୀ ଥିଲା ଏବଂ ନୌକାଟି ଭାଙ୍ଗି ଖଣ୍ତ ଖଣ୍ତ ହେବାକୁ ବସିଲା। Gade chapit la |