ଯୂନସ 1:7 - ଓଡିଆ ବାଇବେଲ7 ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ। ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା। Gade chapit laପବିତ୍ର ବାଇବଲ7 ତା'ପରେ ନାବିକମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଗୁଲିବାଣ୍ଟ ଫିଙ୍ଗି ଜାଣିବା, କାହିଁକି ଏ ଦୁଃଖ ଆମ୍ଭମାନଙ୍କ ଉପରେ ଘଟୁଛି।” ତେଣୁ ସେମାନେ ଗୁଲିବାଣ୍ଟ ଫିଙ୍ଗିଲେ। ଏହି ଗୁଲିବାଣ୍ଟ ଫିଙ୍ଗାରୁ ଜଣାଗଲା ଯୂନସ ଯୋଗୁଁ ଏ ଦୁଃଖ ଘଟିଲା। Gade chapit la |