Biblia Todo Logo
Bib sou entènèt

- Piblisite -




ଯୂନସ 2:5 - ଓଡିଆ ବାଇବେଲ

5 ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋ’ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା।

Gade chapit la Kopi

ପବିତ୍ର ବାଇବଲ

5 “ସମୁଦ୍ର ଜଳ ମୋ’ ଉପର ଦେଇ ପ୍ରବାହିତ ହେଲା। ସମୁଦ୍ର ପାଣି ମୋର ପାଟି ଉପର ଦେଇ ପ୍ରବାହିତ ହେଲା ଯାହା ଫଳରେ ମୁଁ ନିଃଶ୍ୱାସ ନେଇ ପାରୁ ନ ଥିଲି। ମୁଁ ସମୁଦ୍ରର ଗଭୀରତମ ସ୍ଥାନକୁ ଗଲି, ସମୁଦ୍ର ପାଣି ମୋତେ ଆବୃତ କଲା। ସମୁଦ୍ର ତଳେ ଥିବା ଉଦ୍ଭିଦ ମୋର ମୁଣ୍ତ ଗ୍ଭରିପଟେ ଆବୃତ ହେଲା।

Gade chapit la Kopi




ଯୂନସ 2:5
5 Referans Kwoze  

ମୋ’ ମସ୍ତକର ଉପର ଦେଇ ଜଳ ବହିଗଲା ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି।


ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।


କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ ।


ହେ ସଦାପ୍ରଭୁ, ମୋ’ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋ’ ସମ୍ମୁଖରେ ତୁମ୍ଭର ପଥ ସରଳ କର।


Swiv nou:

Piblisite


Piblisite