Biblia Todo Logo
Bib sou entènèt

- Piblisite -




ଯୂନସ 4:9 - ଓଡିଆ ବାଇବେଲ

9 ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଥିରେ ପରମେଶ୍ଵର ଯୂନସଙ୍କୁ କହିଲେ, ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ? ତହିଁରେ ସେ କହିଲେ, ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।”

Gade chapit la Kopi

ପବିତ୍ର ବାଇବଲ

9 କିନ୍ତୁ ପରମେଶ୍ୱର ଯୂନସକୁ କହିଲେ, “ତୁମ୍ଭେ କ’ଣ ଭାବୁଛ, ଏହି ଗଛ ସକାଶୁ ତୁମ୍ଭେ ରାଗିବା ଠିକ୍ କରିଛ?” ଯୂନସ ଉତ୍ତର ଦେଲେ, “ହଁ ପ୍ରଭୁ, ମୁଁ ରାଗି ଠିକ୍ କରିଛି। ମୁଁ ମରିବାକୁ ଅଧିକ ରାଗୁଛି।”

Gade chapit la Kopi




ଯୂନସ 4:9
13 Referans Kwoze  

କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କ’ଣ ପୃଥିବୀ ପରିତ୍ୟକ୍ତ ହେବ ? ଅବା ଶୈଳ କ’ଣ ସ୍ୱସ୍ଥାନରୁ ଦୂରୀକୃତ ହେବ ?


କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଓ ଅନ୍ତର୍ଜ୍ୱାଳା ନିର୍ବୋଧକୁ ବଧ କରେ।


ଏହିରୂପେ ସେ ନିତି ନିତି କଥାରେ ତାହାକୁ ଅନୁରୋଧ କରି ଏପରି ବ୍ୟସ୍ତ କଲା ଯେ, ତାହାର ଆତ୍ମା ମରଣ ପାଇଁ ଅସ୍ଥିର ହେଲା।


ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ ।


କାରଣ ଈଶ୍ୱରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ ପରିବର୍ତ୍ତନ ଜନ୍ମାଏ, ଯାହାସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ ।


ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ ।


କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ୱାରା ଭ୍ରାନ୍ତ ନ ହୁଅ; କିଅବା ପ୍ରାୟଶ୍ଚିତ୍ତର ମହତ୍ତ୍ୱ ତୁମ୍ଭକୁ ନ ଭୁଲାଏ, ଏଥିପାଇଁ ସାବଧାନ।


ମାତ୍ର ଯୂନସ ଏଥିରେ ମହା ଅସନ୍ତୁଷ୍ଟ ଓ କ୍ରୁଦ୍ଧ ହେଲେ।


ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳାନ୍ତ ହୋଇ ଆପଣାର ମୃତ୍ୟୁୁ ପ୍ରାର୍ଥନା କରି କହିଲେ, “ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”


ପୁଣି, ସଦାପ୍ରଭୁ କହିଲେ, “ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା।


ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।


Swiv nou:

Piblisite


Piblisite