Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 1:10 - ଓଡିଆ ବାଇବେଲ

10 ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କ ଅଧ୍ୟକ୍ଷମାନଙ୍କୁ ଆଜ୍ଞା ଦେଇ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଅନନ୍ତର ଯିହୋଶୂୟ ଲୋକମାନଙ୍କ ଅଧ୍ୟକ୍ଷମାନଙ୍କୁ ଆଜ୍ଞା ଦେଇ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କ ଅଧ୍ୟକ୍ଷମାନଙ୍କୁ ଆଜ୍ଞା ଦେଇ କହିଲେ,

Gade chapit la Kopi

ପବିତ୍ର ବାଇବଲ

10 ତେଣୁ ଯିହୋଶୂୟ ଲୋକମାନଙ୍କ ଅଧ୍ୟକ୍ଷମାନଙ୍କୁ ଆଜ୍ଞା ଦେଇ କହିଲେ,

Gade chapit la Kopi




ଯିହୋଶୂୟ 1:10
3 Referans Kwoze  

ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।


ଛାଉଣି ମଧ୍ୟ ଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।


ତହୁଁ ତିନି ଦିନ ଉତ୍ତାରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ;


Swiv nou:

Piblisite


Piblisite