Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 1:13 - ଓଡିଆ ବାଇବେଲ

13 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ବିଶ୍ରାମ ପ୍ରଦାନ କରି ଏହି ଦେଶ ଦେବେ, ଏହା କହି ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ କଥା ଆଜ୍ଞା ଦେଇଥିଲେ, ତାହା ସ୍ମରଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ବିଶ୍ରାମ ପ୍ରଦାନ କରି ଏହି ଦେଶ ଦେବେ, ଏହା କହି ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ କଥା ଆଜ୍ଞା ଦେଇଥିଲେ, ତାହା ସ୍ମରଣ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ବିଶ୍ରାମ ପ୍ରଦାନ କରି ଏହି ଦେଶ ଦେବେ, ଏହା କହି ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ କଥା ଆଜ୍ଞା ଦେଇଥିଲେ, ତାହା ସ୍ମରଣ କର।

Gade chapit la Kopi

ପବିତ୍ର ବାଇବଲ

13 “ମନେରଖ, ସଦାପ୍ରଭୁଙ୍କର ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଇଥିଲେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଏକ ବିଶ୍ରାମ ସ୍ଥାନ ଦେବେ। ସେ ତୁମ୍ଭମାନଙ୍କୁ ଏହି ଦେଶ ଦେବେ।

Gade chapit la Kopi




ଯିହୋଶୂୟ 1:13
6 Referans Kwoze  

ମୋଶା ଯର୍ଦ୍ଦନର ପୂର୍ବ ପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇ ଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ,


ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।


ସଦାପ୍ରଭୁ ଏହି କଥା କହନ୍ତି, “ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ ପ୍ରାନ୍ତରରେ ଅନୁଗ୍ରହ ପ୍ରାପ୍ତ ହେଲେ, ଅର୍ଥାତ୍‍, ଆମ୍ଭେ ତାହାକୁ ବିଶ୍ରାମ ଦେବା ପାଇଁ ଗମନ କଲା ବେଳେ ଇସ୍ରାଏଲ ତାହା ପ୍ରାପ୍ତ ହେଲା।”


Swiv nou:

Piblisite


Piblisite