Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 1:18 - ଓଡିଆ ବାଇବେଲ

18 ଯେଉଁ ବ୍ୟକ୍ତି ତୁମ୍ଭ ଆଜ୍ଞାର ବିରୁଦ୍ଧାଚରଣ କରିବ ଓ ତୁମ୍ଭେ ଯେ ଯେ କଥା ଆଦେଶ କରିବ, ତାହାସବୁ ଶୁଣିବ ନାହିଁ, ସେ ଯେକେହି ହେଉ, ତାହାର ପ୍ରାଣଦଣ୍ଡ ହେବ। ତୁମ୍ଭେ କେବଳ ବଳବାନ ଓ ସାହସିକ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେଉଁ ବ୍ୟକ୍ତି ତୁମ୍ଭ ଆଜ୍ଞାର ବିରୁଦ୍ଧାଚରଣ କରିବ ଓ ତୁମ୍ଭେ ଯେ ଯେ କଥା ଆଦେଶ କରିବ, ତାହାସବୁ ଶୁଣିବ ନାହିଁ, ସେ ଯେକେହି ହେଉ, ତାହାର ପ୍ରାଣଦଣ୍ତ ହେବ। ତୁମ୍ଭେ କେବଳ ବଳବାନ ଓ ସାହସିକ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେଉଁ ବ୍ୟକ୍ତି ତୁମ୍ଭ ଆଜ୍ଞାର ବିରୁଦ୍ଧାଚରଣ କରିବ ଓ ତୁମ୍ଭେ ଯେ ଯେ କଥା ଆଦେଶ କରିବ, ତାହାସବୁ ଶୁଣିବ ନାହିଁ, ସେ ଯେକେହି ହେଉ, ତାହାର ପ୍ରାଣଦଣ୍ଡ ହେବ। ତୁମ୍ଭେ କେବଳ ବଳବାନ ଓ ସାହସିକ ହୁଅ।”

Gade chapit la Kopi

ପବିତ୍ର ବାଇବଲ

18 ସେଥିପାଇଁ ଯଦି କୌଣସି ଲୋକ ତୁମ୍ଭଙ୍କୁ ଅବମାନନା କରେ ଅବା କୌଣସି ଲୋକ ତୁମ୍ଭର ବିରୁଦ୍ଧାଚରଣ କରେ, ସେ ଲୋକକୁ ହତ୍ୟା କରାଯିବ। ତେଣୁ ସାହସୀ ଓ ଶକ୍ତିଶାଳୀ ହୁଅ।”

Gade chapit la Kopi




ଯିହୋଶୂୟ 1:18
14 Referans Kwoze  

ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ ।


ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ ।


ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।”


ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।


ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !


ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, କିଏ କହୁଥିଲା କି, ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ ? ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା।


କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର ।


ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ।


ଆମ୍ଭେମାନେ ସବୁ ବିଷୟରେ ଯେପରି ମୋଶାଙ୍କର କଥା ଶୁଣୁଥିଲୁ, ସେପରି ଆମ୍ଭେମାନେ ତୁମ୍ଭ କଥା ଶୁଣିବୁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେପରି ମୋଶାଙ୍କ ସଙ୍ଗରେ ଥିଲେ, ସେପରି ସେ ତୁମ୍ଭ ସଙ୍ଗରେ ହେଉନ୍ତୁ।


ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର। ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।


Swiv nou:

Piblisite


Piblisite