Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:15 - ଓଡିଆ ବାଇବେଲ

15 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍‍ଗଲ୍‍-ଛାଉଣିକୁ ନେଉଟି ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍ଗଲ୍-ଛାଉଣିକି ନେଉଟି ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍‍ଗଲ୍‍ ଛାଉଣିକୁ ନେଉଟି ଆସିଲେ।

Gade chapit la Kopi

ପବିତ୍ର ବାଇବଲ

15 ଏହା ପରେ ଯିହୋଶୂୟ ଇସ୍ରାଏଲର ସମସ୍ତ ସୈନ୍ୟବାହିନୀ ସହିତ ଗି‌ଲ୍‌ଗଲ୍ ଛାଉଣିକି ଲେଉଟି ଆସିଲେ।

Gade chapit la Kopi




ଯିହୋଶୂୟ 10:15
5 Referans Kwoze  

ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍‍ଗଲ୍‍ ଛାଉଣିକୁ ଫେରି ଆସିଲେ।


ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।


ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।


ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍‍କେଦା ଗୁମ୍ଫାରେ ଆପଣାମାନଙ୍କୁ ଲୁଚାଇଲେ।


ଆହୁରି ଦାଉଦ ନଗର ମଧ୍ୟରୁ ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହା ମଇ ଓ ଲୁହା କୁହ୍ରାଡ଼ି ଦ୍ୱାରା ଦଣ୍ଡ ଦେଲେ ଓ ସେମାନଙ୍କୁ ଇଟା ଭାଟିରେ କାମ କରାଇଲେ; ସେ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି ଏହି ପ୍ରକାର କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।


Swiv nou:

Piblisite


Piblisite