ଯିହୋଶୂୟ 10:23 - ଓଡିଆ ବାଇବେଲ23 ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍ର ରାଜାକୁ, ଇଗ୍ଲୋନ୍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ଫାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍ର ରାଜାକୁ, ଇଗ୍ଲୋନ୍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ପାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍ର ରାଜାକୁ, ଇଗ୍ଲୋନ୍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ଫାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ। Gade chapit laପବିତ୍ର ବାଇବଲ23 ତେଣୁ ଯିହୋଶୂୟଙ୍କର ଲୋକମାନେ ସେହି ପାଞ୍ଚ ଜଣ ରାଜାଙ୍କୁ ଗୁମ୍ଫା ମଧ୍ୟରୁ ବାହାରକୁ ଆଣିଲେ। ସେମାନେ ଥିଲେ ଯିରୁଶାଲମର, ହିବ୍ରୋଣର, ଯର୍ମୂତର, ଲାଖୀଶ୍ର ଏବଂ ଇଗ୍ଲୋନର ରାଜାମାନେ। Gade chapit la |
ଏଥିଉତ୍ତାରେ ଯିହୋଶୂୟ ଅୟକୁ ହସ୍ତଗତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବୀୟୋନ୍ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ।