Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:35 - ଓଡିଆ ବାଇବେଲ

35 ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍‍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ଼୍‍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍‍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ।

Gade chapit la Kopi

ପବିତ୍ର ବାଇବଲ

35 ସେହି ଦିନ ସେମାନେ ସହରକୁ ନିଜ ଅଧୀନକୁ ଆଣିଲେ ଓ ସମସ୍ତ ଲୋକଙ୍କୁ ହତ୍ୟା କଲେ, ଯେପରି ଲାଖୀ‌ଶ୍‌ରେ ହତ୍ୟା କରିଥିଲେ।

Gade chapit la Kopi




ଯିହୋଶୂୟ 10:35
5 Referans Kwoze  

ସେ ଚାରିଆଡ଼େ ମୋତେ ଭାଙ୍ଗି ପକାଇଅଛନ୍ତି, ମୁଁ ସରିଗଲିଣି ଓ ସେ ମୋହର ଭରସା ବୃକ୍ଷ ପରି ଉତ୍ପାଟନ କରିଅଛନ୍ତି।


ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍‍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।


ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।


ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍‍ରୁ ଇଗ୍ଲୋନ୍‍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।


ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍‍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ;


Swiv nou:

Piblisite


Piblisite