Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:43 - ଓଡିଆ ବାଇବେଲ

43 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍‍ଗଲ୍‍ ଛାଉଣିକୁ ଫେରି ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକି ଫେରି ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍‍ଗଲ୍‍ ଛାଉଣିକୁ ଫେରି ଆସିଲେ।

Gade chapit la Kopi

ପବିତ୍ର ବାଇବଲ

43 ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲବାସୀ ଗି‌ଲ୍‌ଗ‌ଲ୍‌ଠାରେ ଥିବା ଶିବିରକୁ ଫେରିଲେ।

Gade chapit la Kopi




ଯିହୋଶୂୟ 10:43
6 Referans Kwoze  

ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍‍ଗଲ୍‍-ଛାଉଣିକୁ ନେଉଟି ଆସିଲେ।


ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଗିଲ୍‍ଗଲ୍‍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା।


ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ।


ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।


ଏଥିଉତ୍ତାରେ ହାସୋରର ରାଜା ଯାବୀନ୍‍ ସେହି ବିଷୟ ଶୁଣନ୍ତେ, ସେ ମାଦୋନର ରାଜା ଯୋବବ୍‍ ଓ ଶିମ୍ରୋଣର ରାଜା ଓ ଅକ୍‍ଷଫର ରାଜା ନିକଟକୁ,


ମଧ୍ୟ ବେଥ୍-ଗିଲ୍‍ଗଲରୁ, ଆଉ ଗେବା ଓ ଅସ୍ମାବତ୍‍ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ।


Swiv nou:

Piblisite


Piblisite