ଯିହୋଶୂୟ 11:17 - ଓଡିଆ ବାଇବେଲ17 ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ୍ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ। Gade chapit laପବିତ୍ର ବାଇବଲ17 ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ୍ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ। ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ହତ୍ୟା କଲେ। Gade chapit la |