ଯିହୋଶୂୟ 12:1 - ଓଡିଆ ବାଇବେଲ1 ଇସ୍ରାଏଲ ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି। Gade chapit laପବିତ୍ର ବାଇବଲ (Re-edited) - (BSI)1 ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ୍ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି। Gade chapit laପବିତ୍ର ବାଇବଲ1 ଯର୍ଦ୍ଦନର ପୂର୍ବପାର୍ଶ୍ୱସ୍ଥ ଦେଶଗୁଡ଼ିକୁ ଇସ୍ରାଏଲର ଲୋକମାନେ ନିଜ ଅଧୀନକୁ ଆଣିଲେ। ଅର୍ଣ୍ଣୋନ୍ ପର୍ବତଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ଆରାବହଃର ପୂର୍ବ ଦିଗସ୍ଥ ସମସ୍ତ ରାଜାମାନଙ୍କୁ ପରାସ୍ତ କଲେ। Gade chapit la |
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବାଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରି ଆସି ତାହା ଅଧିକାର କରିବ।