ଯିହୋଶୂୟ 13:33 - ଓଡିଆ ବାଇବେଲ33 ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)33 ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି। Gade chapit laପବିତ୍ର ବାଇବଲ33 ମୋଶା ଲେବୀ ବଂଶଧରମାନଙ୍କୁ ଆଦୌ ଭୂମି ଦେଇ ନ ଥିଲେ। କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରିଥିଲେ, ଯେ ସେ ନିଜେ ସେମାନଙ୍କର ଉତ୍ତରାଧିକାରୀ। Gade chapit la |