ଯିହୋଶୂୟ 13:6 - ଓଡିଆ ବାଇବେଲ6 ଲିବାନୋନଠାରୁ ମିଷ୍ରଫୋତ୍-ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଲିବାନୋନ୍ଠାରୁ ମିଷ୍ରଫୋତ୍ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଲିବାନୋନଠାରୁ ମିଷ୍ରଫୋତ୍-ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ। Gade chapit laପବିତ୍ର ବାଇବଲ6 “ସୀଦୋନୀୟ ଲୋକମାନେ ଯେଉଁ ଦେଶରେ ବାସ କରୁଛନ୍ତି, ଲିବାନୋନ୍ଠାରୁ ମିଷ୍ରଫୋତ୍ମୟିମ ପର୍ଯ୍ୟନ୍ତ ଦେଶରେ କିନ୍ତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବୁ। ତୁମ୍ଭେ ମୋ’ ଆଜ୍ଞାନୁସାରେ ସେହି ଦେଶ ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ। Gade chapit la |
ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ିଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।