Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 14:2 - ଓଡିଆ ବାଇବେଲ

2 ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ଵାରା ବିଭାଗ କରି ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିଦେଲେ।

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ ବହୁ ଦିନ ପୂର୍ବରୁ ମୋଶାଙ୍କୁ ନିର୍ଦ୍ଦେଶ ଦେଇଥିଲେ କିପରି ଭାବରେ ଲୋକମାନଙ୍କୁ ସେ ଭୂମି ବାଣ୍ଟ କରିବେ। ନଅ ବଂଶର ଲୋକ ଅର୍ଦ୍ଧ ବଂଶର ଲୋକମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ନିଷ୍ପତ୍ତି ଦେଲେ କିଏ କେଉଁ ଭୂମି ପାଇବ।

Gade chapit la Kopi




ଯିହୋଶୂୟ 14:2
14 Referans Kwoze  

ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।


ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ।


ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ।


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନମାନଙ୍କୁ ପୃଥକ କରେ।


ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ ।


“ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ।


ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରି ଦିଅ।


ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ।


ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ, ସେହି ସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ହାତ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ।


Swiv nou:

Piblisite


Piblisite