Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 14:3 - ଓଡିଆ ବାଇବେଲ

3 କାରଣ ମୋଶା ଯର୍ଦ୍ଦନ ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କାରଣ ମୋଶା ଯର୍ଦ୍ଦନ ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ମୋଶା ଯର୍ଦ୍ଦନ-ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ମୋଶା ଯର୍ଦ୍ଦନର ପୂର୍ବ ପାରିରେ ଦୁଇଟି ବଂଶ ଓ ଅର୍ଦ୍ଧବଂଶକୁ ସେମାନଙ୍କର ଭୂମିର ଅଧିକାର ଦେଇଥିଲେ। କିନ୍ତୁ ସେ ଲେବୀୟମାନଙ୍କୁ କୌଣସି ଦେଶ ଦେଇ ନ ଥିଲେ, ଯେପରି ଅନ୍ୟ ପରିବାରବର୍ଗ ପାଇଥିଲେ।

Gade chapit la Kopi




ଯିହୋଶୂୟ 14:3
9 Referans Kwoze  

କେବଳ ଲେବୀ ବଂଶକୁ ମୋଶା କିଛି ଅଧିକାର ଦେଲେ ନାହିଁ; କାରଣ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ସେମାନଙ୍କର ଅଧିକାର ହେଲା, ଯେପରି ସଦାପ୍ରଭୁ ମୋଶାଙ୍କୁ କହିଥିଲେ।


ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,


ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ, ସେହି ସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ହାତ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ।


ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ।


ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;


ହିଷ୍‍ବୋନ ଓ ସମଭୂମିସ୍ଥିତ ଦୀବୋନ୍ ଓ ବାମତ୍‍ବାଲ ଓ ବେଥ୍-ବାଲ-ମିୟୋନ,


Swiv nou:

Piblisite


Piblisite