Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 14:4 - ଓଡିଆ ବାଇବେଲ

4 ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ବାରଟି ବଂଶଧରଙ୍କୁ ସେମାନଙ୍କର ଭୂମିର ଅଧିକାର ଦେଇଥିଲେ। ଯୋଷେଫଙ୍କର ପୁତ୍ରଗଣ ଦୁଇଟି ବଂଶରେ ବିଭକ୍ତ ହେଲେ। ସେମାନେ ହେଲେ, ମନଃଶି ଓ ଇଫ୍ରୟିମ। ଏବଂ ପ୍ରତ୍ୟେକ ବଂଶଧରମାନେ କିଛି କିଛି ଭୂମି ଲାଭ କଲେ। କିନ୍ତୁ ଲେବୀ ବଂଶଧରମାନଙ୍କୁ କୌଣସି ଭୂମି ଦିଆଗଲା ନାହିଁ। ଯାହା ହେଉ ସେମାନଙ୍କୁ କେବଳ ଏକ ଛୋଟ ସହର ବାସ କରିବା ପାଇଁ ଅଧିକାର ଦିଆ ଯାଇଥିଲା। ସେହି ସହର ଗୁଡ଼ିକ ହେଲା, ପ୍ରତ୍ୟେକ ପରିବାରବର୍ଗର ଦେଶ, ସେମାନଙ୍କର ପଶୁମାନେ ଚରିବା ପାଇଁ କିଛି ପଡ଼ିଆ ଦିଆଯାଇଥିଲା।

Gade chapit la Kopi




ଯିହୋଶୂୟ 14:4
13 Referans Kwoze  

ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍‍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।


ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି ରଖିଲେ, କାରଣ ସେ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି।”


ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍‍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍‍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା।


ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇ ଗଲେ।


ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।


ଏଥିଉତ୍ତାରେ ଲୋକମାନେ ଯେପରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବା ପାଇଁ ଯିରୂଶାଲମକୁ ସଦାପ୍ରଭୁଙ୍କ ଗୃହକୁ ଆସିବେ, ଏଥିପାଇଁ ହିଜକୀୟ ସମଗ୍ର ଇସ୍ରାଏଲ ଓ ଯିହୁଦା ନିକଟକୁ ଲୋକ ପଠାଇଲେ, ପୁଣି ଇଫ୍ରୟିମ୍ ଓ ମନଃଶି ନିକଟକୁ ମଧ୍ୟ ପତ୍ର ଲେଖିଲେ।


ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”


ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।


ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ।


Swiv nou:

Piblisite


Piblisite