Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:15 - ଓଡିଆ ବାଇବେଲ

15 ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍‍-ସେଫର ନାମରେ ବିଖ୍ୟାତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍-ସେଫର ନାମରେ ବିଖ୍ୟାତ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍‍-ସେଫର ନାମରେ ବିଖ୍ୟାତ ଥିଲା।

Gade chapit la Kopi

ପବିତ୍ର ବାଇବଲ

15 ଏହା ପରେ କାଲେବ୍ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ପୂର୍ବକାଳରେ ସେହି କିରିୟଥ ସେଫର ନାମରେ ବିଖ୍ୟାତ ଥିଲା।

Gade chapit la Kopi




ଯିହୋଶୂୟ 15:15
4 Referans Kwoze  

ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ।


ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍‍ ରାଜାର ଓ ଯର୍ମୂତର କିରାମ୍‍ ରାଜାର ଓ ଲାଖୀଶ୍‍ର ଯାଫୀୟ ରାଜାର ଓ ଇଗ୍ଲୋନ୍‍ର ଦବୀର ରାଜାର ନିକଟକୁ କହି ପଠାଇଲା,


ସେହି ସମୟରେ କାଲେବ କହିଲେ, ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।


Swiv nou:

Piblisite


Piblisite