Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:17 - ଓଡିଆ ବାଇବେଲ

17 ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହିଁରେ କାଲେବ୍ର ଭ୍ରାତା କନସର ପୁତ୍ର ଅନିୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।

Gade chapit la Kopi

ପବିତ୍ର ବାଇବଲ

17 କାଲେ‌‌ବ୍‌‌ର ଭାଇ କ‌ନସର ପୁତ୍ର ଅତ୍ନୀୟେଲ ସେ ସହରକୁ ପରାସ୍ତ କଲେ। ତେଣୁ କାଲେବ୍ ନିଜର କନ୍ୟା ଅ‌କ୍‌ଷାକୁ ଅତ୍ନୀୟେଲ ସହିତ ବିବାହ ଦେଲେ।

Gade chapit la Kopi




ଯିହୋଶୂୟ 15:17
9 Referans Kwoze  

ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍‌ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।


ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।


ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏ ଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା।


ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍‍ଗଲ୍‍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।


ଆହୁରି ସେ ମଦ୍‍ମନ୍ନାର ପିତା ଶାଫ୍‍କୁ, ମଗ୍‍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଅକ୍‍ଷା କାଲେବର କନ୍ୟା ଥିଲା।


କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି।


ସେହି ସମୟରେ କାଲେବ କହିଲେ, ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।


କନସର ପୁତ୍ର ଅତ୍ନୀୟେଲର ଓ ସରାୟ; ଅତ୍ନୀୟେଲର ପୁତ୍ରମାନେ; ହଥତ୍‍।


ଦ୍ୱାଦଶ ମାସ ନିମନ୍ତେ ଦ୍ୱାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍‍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


Swiv nou:

Piblisite


Piblisite