Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:39 - ଓଡିଆ ବାଇବେଲ

39 ଲାଖୀଶ୍‍ ଓ ବସ୍କତ୍‍ ଓ ଇଗ୍ଲୋନ୍‍;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଲାଖୀଶ୍ ଓ ବସ୍କତ୍ ଓ ଇଗ୍ଲୋନ୍;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଲାଖୀଶ୍‍ ଓ ବସ୍କତ୍‍ ଓ ଇଗ୍ଲୋନ୍‍;

Gade chapit la Kopi

ପବିତ୍ର ବାଇବଲ

39 ଲାଖୀଶ୍, ବସ୍କତ୍, ଇଗ୍ଲୋନ୍,

Gade chapit la Kopi




ଯିହୋଶୂୟ 15:39
11 Referans Kwoze  

ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍‍ ରାଜାର ଓ ଯର୍ମୂତର କିରାମ୍‍ ରାଜାର ଓ ଲାଖୀଶ୍‍ର ଯାଫୀୟ ରାଜାର ଓ ଇଗ୍ଲୋନ୍‍ର ଦବୀର ରାଜାର ନିକଟକୁ କହି ପଠାଇଲା,


ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ।


ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍‍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍‍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍‍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।


ଏଥିଉତ୍ତାରେ ଅଶୂରର ରାଜା ଲାଖୀଶ୍‍ଠାରୁ ତର୍ତ୍ତାନ ଓ ରବ୍‍ସାରୀସ୍‍ ଓ ରବ୍‍ଶାକିକୁ ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ ନିକଟକୁ ପଠାଇଲା। ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ। ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।


ଏଥିରେ ଯିହୁଦାର ରାଜା ହିଜକୀୟ ଲାଖୀଶ୍‍କୁ ଅଶୂରର ରାଜା ନିକଟକୁ ଲୋକ ପଠାଇ କହିଲେ, “ମୁଁ ଅପରାଧ କଲି; ମୋ’ ନିକଟରୁ ଫେରି ଯାଉନ୍ତୁ; ଆପଣ ମୋ’ ଉପରେ ଯେଉଁ ଭାର ଥୋଇବେ, ତାହା ମୁଁ ବହିବି।” ତହୁଁ ଅଶୂରର ରାଜା ଯିହୁଦାର ରାଜା ହିଜକୀୟଙ୍କ ଉପରେ ତିନିଶହ ତାଳନ୍ତ ରୂପା ଓ ତିରିଶ ତାଳନ୍ତ ସୁନା ନିରୂପଣ କଲା।


ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍‍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।


ଓ ଦିଲୀୟନ୍‍ ଓ ମିସ୍ପେ ଓ ଯକ୍ତେଲ;


କେବ୍ବୋନ୍‍ ଓ ଲହମମ ଓ କିତୀଶ୍‍


ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍‍ରୁ ଇଗ୍ଲୋନ୍‍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।


Swiv nou:

Piblisite


Piblisite