Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:44 - ଓଡିଆ ବାଇବେଲ

44 କିୟୀଲା ଓ ଅକଷୀବ୍ ଓ ମାରେଶା; ଗ୍ରାମ ସମେତ ନଅ ନଗର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 କିୟୀଲା ଓ ଅକ୍ଷୀବ ଓ ମାରେଶା; ଗ୍ରାମ ସମେତ ନଅ ନଗର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 କିୟୀଲା ଓ ଅକଷୀବ୍ ଓ ମାରେଶା; ଗ୍ରାମ ସମେତ ନଅ ନଗର।

Gade chapit la Kopi

ପବିତ୍ର ବାଇବଲ

44 କିୟୀଲା, ଅ‌କ୍‌ଷୀବ, ମାରେଶା ଗ୍ରାମ ସମେତ ଏହିପରି ନଅ ଗୋଟି ନଗର ଥିଲା।

Gade chapit la Kopi




ଯିହୋଶୂୟ 15:44
8 Referans Kwoze  

ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଶେଲା ଦେଲା। ଏହାର ଜନ୍ମ ସମୟରେ ଯିହୁଦା କଷୀବରେ ଥିଲା।


ଓ ଯିପ୍ତହ ଓ ଅସ୍‍ନା ଓ ନତ୍‍ସୀବ୍‍;


ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ;


ଯିରହମେଲର ଭ୍ରାତା କାଲେବର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମେଶା ସୀଫ୍‍ର ପିତା ଥିଲା; ପୁଣି, ହିବ୍ରୋଣର ପିତା ମାରେଶାର ପୁତ୍ରଗଣ।


ଯିହୁଦାର ପୁତ୍ର ଶେଲାର ପୁତ୍ରଗଣ; ଲେକାର ପିତା ଏର ଓ ମାରେଶାର ପିତା ଲାଦା, ଆଉ ବେଥ୍-ଅସବେୟର ବଂଶ-ଜାତ କ୍ଷୌମବସ୍ତ୍ର-ପ୍ରସ୍ତୁତକାରୀ ସକଳ ଗୋଷ୍ଠୀ;


ଗାଥ୍‍, ମାରେଶା, ସୀଫ୍,


Swiv nou:

Piblisite


Piblisite