Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:46 - ଓଡିଆ ବାଇବେଲ

46 ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସ୍‍ଦୋଦ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସଦୋଦ୍ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସ୍ଦୋଦ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ।

Gade chapit la Kopi

ପବିତ୍ର ବାଇବଲ

46 ସେମାନେ ମଧ୍ୟ ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ, ଅସଦୋଦ ନିକଟସ୍ଥ ସମସ୍ତ ସ୍ଥାନ ଓ ସହରଗୁଡ଼ିକ ନେଲେ।

Gade chapit la Kopi




ଯିହୋଶୂୟ 15:46
9 Referans Kwoze  

ଆଉ, ଆମ୍ଭେ ଅସ୍‍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତାନ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍‍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା;


ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍‍-ନଗରର ପ୍ରାଚୀର ଓ ଯବ୍‍ନିର ପ୍ରାଚୀର ଓ ଅସ୍‍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍‍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ


ମାତ୍ର ଅସ୍‍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍‍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ।


ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍‍ଦୋଦକୁ ଯାଇଥିଲେ।


ଇସ୍ରାଏଲ ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍‍ ଓ ଅସ୍‍ଦୋଦରେ କେହି କେହି ରହିଲେ।


ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ;


ଅସ୍‍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।


Swiv nou:

Piblisite


Piblisite