Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:6 - ଓଡିଆ ବାଇବେଲ

6 ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଓ ସେହି ସୀମା ବୈଥଗ୍ଲା ପର୍ଯ୍ୟନ୍ତ ଉଠି ବୈଥ୍ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।

Gade chapit la Kopi

ପବିତ୍ର ବାଇବଲ

6 ଏହା ପରେ ଉତ୍ତର ସୀମା ଓ ବୈଥଗ୍ଲା ପର୍ଯ୍ୟନ୍ତ ଉଠି ବୈ‌ଥ୍‌ଅରାବାର ଉତ୍ତର ଦେଇ ଗଲା। ତହୁଁ ସେ ସୀମା ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା। ବୋହନ ଥିଲେ ରୁବେ‌ନ୍‌ର ପୁତ୍ର।

Gade chapit la Kopi




ଯିହୋଶୂୟ 15:6
5 Referans Kwoze  

ପୁଣି ଉତ୍ତର ଦିଗରେ ଫେରି ଐନ୍‍-ଶେମଶ୍‍ ନିକଟରେ ଗଲା ଓ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।


ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା


ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।


ପ୍ରାନ୍ତରରେ ବେଥ୍-ଅରାବା, ମିଦ୍ଦୀନ୍‍ ଓ ସକାଖା


Swiv nou:

Piblisite


Piblisite