ଯିହୋଶୂୟ 17:17 - ଓଡିଆ ବାଇବେଲ17 ତହିଁରେ ଯିହୋଶୂୟ ଯୋଷେଫଙ୍କର ବଂଶ ଇଫ୍ରୟିମ ଓ ମନଃଶିକି କହିଲେ, ତୁମ୍ଭେ ବହୁଗୋଷ୍ଠୀ ଓ ତୁମ୍ଭର ମହାପରାକ୍ରମ ଅଛି; ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)17 ତହିଁରେ ଯିହୋଶୂୟ ଯୋଷେଫଙ୍କର ବଂଶ ଇଫ୍ରୟିମ ଓ ମନଃଶିକି କହିଲେ, ତୁମ୍ଭେ ବହୁପ୍ରଜ ଓ ତୁମ୍ଭର ମହାପରାକ୍ରମ ଅଛି; ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ଯିହୋଶୂୟ ଯୋଷେଫଙ୍କର ବଂଶ ଇଫ୍ରୟିମ ଓ ମନଃଶିକୁ କହିଲେ, “ତୁମ୍ଭେ ବହୁଗୋଷ୍ଠୀ ଓ ତୁମ୍ଭର ମହାପରାକ୍ରମ ଅଛି; ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ। Gade chapit laପବିତ୍ର ବାଇବଲ17 ଏହା ପରେ ଯିହୋଶୂୟ ଯୋଷେଫଙ୍କର ଲୋକମାନଙ୍କୁ, “ଇଫ୍ରୟିମ ଏବଂ ମନଃଶିର ଲୋକମାନଙ୍କୁ କହିଲେ, “ତୁମ୍ଭେ ବହୁପ୍ରଜା, ତୁମ୍ଭର ମହାପରାକ୍ରମ ଅଛି। ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ। ତୁମ୍ଭେ ତୁମ୍ଭର ବାଣ୍ଟଠାରୁ ଅଧିକ ପାଇବା ଉଚିତ୍।” Gade chapit la |