Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 17:4 - ଓଡିଆ ବାଇବେଲ

4 ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ।

Gade chapit la Kopi

ପବିତ୍ର ବାଇବଲ

4 ଏହି ଝିଅମାନେ ଇଲିୟାସର ଯାଜକ, ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ସେନାପତିଗଣଙ୍କ ପାଖକୁ ଗଲେ। କନ୍ୟାଗଣ କହିଲେ, “ଆମ୍ଭମାନଙ୍କ ପୁରୁଷ ସମ୍ପର୍କୀୟମାନଙ୍କ ପରି ଆମ୍ଭକୁ ଭୂମି ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ।” ତେଣୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସେମାନଙ୍କର ପିତାର ଭାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ।

Gade chapit la Kopi




ଯିହୋଶୂୟ 17:4
9 Referans Kwoze  

ଯିହୂଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ ।


କିଣାନ ଦେଶରେ ଇସ୍ରାଏଲ ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,


ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା।


ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍‍ଲା, ମିଲ୍‍କା ଓ ତିର୍ସା।


ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”


ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଲେ, ତଦନୁସାରେ ସଲଫାଦର କନ୍ୟାମାନେ କର୍ମ କଲେ।


ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ;


Swiv nou:

Piblisite


Piblisite