Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 17:9 - ଓଡିଆ ବାଇବେଲ

9 ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା।

Gade chapit la Kopi

ପବିତ୍ର ବାଇବଲ

9 ମନଃଶିର ସୀମା ଦକ୍ଷିଣରୁ କାନ୍ନା ନଦୀ ପର୍ଯ୍ୟନ୍ତ ଲାଗି ରହିଲା। ଏହି ଅଞ୍ଚଳ ମନଃଶିର ବଂଶଧରଙ୍କ ଅଧୀନରେ ରହିଲା। କିନ୍ତୁ ନଗରଟି ଇଫ୍ରୟିମମାନଙ୍କ ଅଧୀନରେ ରହିଲା। ମନଃଶିର ସୀମା ନଦୀର ଉତ୍ତର ସୀମାଠାରୁ ଆରମ୍ଭ କରି ପଶ୍ଚିମର ସମୁଦ୍ର ପର୍ଯ୍ୟନ୍ତ ଥିଲା।

Gade chapit la Kopi




ଯିହୋଶୂୟ 17:9
4 Referans Kwoze  

ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀରବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।


ପୁଣି ପଶ୍ଚିମ ଦିଗରେ ଯଫ୍‍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।


ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା।


Swiv nou:

Piblisite


Piblisite