ଯିହୋଶୂୟ 18:10 - ଓଡିଆ ବାଇବେଲ10 ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ। Gade chapit laପବିତ୍ର ବାଇବଲ10 ଯିହୋଶୂୟ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ଭାଗ ଗୁଳା ପକାଇଲେ। ଏହିପରି ଭାବରେ ଯିହୋଶୂୟ ଉକ୍ତ ଜମିକୁ ସାତ ଭାଗରେ ବିଭକ୍ତ କରି ଇସ୍ରାଏଲର ପରିବାରବର୍ଗ ମଧ୍ୟରେ ଭାଗ କଲେ। ପ୍ରତ୍ୟେକ ଜଣ ତାଙ୍କର ଅଂଶ ପାଇଲେ। Gade chapit la |
ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।