Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 18:11 - ଓଡିଆ ବାଇବେଲ

11 ତହୁଁ ବିନ୍ୟାମୀନ୍-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା। ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ବିନ୍ୟାମୀନ-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା। ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ବିନ୍ୟାମୀନ୍-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା। ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା।

Gade chapit la Kopi

ପବିତ୍ର ବାଇବଲ

11 ବିନ୍ୟାମୀନର ପରିବାରବର୍ଗଗଣ ଯିହୁଦା ଓ ଯୋଷେଫଙ୍କର ମଧ୍ୟବର୍ତ୍ତୀ ଅଞ୍ଚଳରେ ଭୂମି ପାଇଲେ। ବିନ୍ୟାମୀନ ପ୍ରତ୍ୟେକ ପରିବାରବର୍ଗର ଲୋକମାନେ ସେମାନଙ୍କର ଭାଗ ପାଇଲେ। ଏହି ଭୂମି ଯାହାକି ବିନ୍ୟାମୀନ ପରିବାରବର୍ଗଙ୍କ ପାଇଁ ସ୍ଥିର କରାଯାଇଥିଲା।

Gade chapit la Kopi




ଯିହୋଶୂୟ 18:11
9 Referans Kwoze  

ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାସ କରିବା ନିମନ୍ତେ ଯେଉଁ ଯେଉଁ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,


ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ।


ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର-ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।


ପୁଣି, ଯୋଷେଫ ଓ ବିନ୍ୟାମୀନ୍ ରାହେଲର ସନ୍ତାନ;


ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ୍ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ।


ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ : ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍‍ର ଏକ ଅଂଶ।


Swiv nou:

Piblisite


Piblisite