Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 18:13 - ଓଡିଆ ବାଇବେଲ

13 ସେଠାରୁ ସେ ସୀମା ଲୂସ୍‍କୁ ବା ଦକ୍ଷିଣ ଆଡ଼େ ଲୂସ୍‍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍‍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍‍-ଅଦ୍ଦର ଆଡ଼କୁ ଗଡ଼ିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେଠାରୁ ସେ ସୀମା ଲୁସକୁ ବା ଦକ୍ଷିଣ ଆଡ଼େ ଲୁସର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା, (ଏହାକୁ ବୈଥେଲ କହନ୍ତି); ପୁଣି ନୀଚସ୍ଥ ବୈଥୋରୋଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍-ଅଦ୍ଦର ଆଡ଼କୁ ଗଡ଼ିଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେଠାରୁ ସେ ସୀମା ଲୂସ୍‍କୁ ବା ଦକ୍ଷିଣ ଆଡ଼େ ଲୂସ୍‍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍‍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍‍-ଅଦ୍ଦର ଆଡ଼କୁ ଗଡ଼ିଗଲା।

Gade chapit la Kopi

ପବିତ୍ର ବାଇବଲ

13 ସେଠାରୁ ସେ ସୀମା ଦକ୍ଷିଣ ଆଡ଼େ ଲୁସ (ବୈଥେଲ୍) ପର୍ଯ୍ୟନ୍ତ ଗଲା। ଏହା ପରେ ନୀଚସ୍ଥ ବୈଥୋରୋଣର ଦକ୍ଷିଣସ୍ଥ ପର୍ବତ ଦେଇ ଅଟାରୋତ୍ ଅଦ୍ଦର ଆଡ଼କୁ ଗଲା।

Gade chapit la Kopi




ଯିହୋଶୂୟ 18:13
10 Referans Kwoze  

ପୁଣି, ସେହି ସ୍ଥାନର ନାମ ବେଥେଲ୍‍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।


କିବ୍‍ସୟିମ୍‍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।


ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍‍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।


ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।


ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣଆଡ଼େ ଯାଇ ଯିହୁଦା ସନ୍ତାନଗଣର କିରୀୟଥ୍‍-ବାଲବା କିରୀୟଥ୍‍-ଯିୟାରୀମ୍‍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।


ପୁଣି, ଅନ୍ୟ ଏକ ଦଳ ବେଥ୍-ହୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ।


ଓ ବେଥ୍-ଅରାବା ଓ ସୀମାରୟମ୍‍ ଓ ବେଥେଲ୍‍


ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟ ଗେବାଠାରୁ ଆଗକୁ, ମିକ୍‍ମସ୍‍ ଓ ଅୟାରେ, ବେଥେଲ୍‍ ଓ ତହିଁର ଉପ ନଗରରେ;


Swiv nou:

Piblisite


Piblisite