ଯିହୋଶୂୟ 18:16 - ଓଡିଆ ବାଇବେଲ16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାଶ୍ୱକୁ ଗଡ଼ିଆସି ଐନ୍-ରୋଗେଲକୁ ଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରା; ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ଵକୁ ଗଡ଼ିଆସି ଐନରୋଗେଲକୁ ଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ୱକୁ ଗଡ଼ିଆସି ଐନ୍-ରୋଗେଲକୁ ଗଲା। Gade chapit laପବିତ୍ର ବାଇବଲ16 ଏହାର ସୀମା ରଫାୟୀମ୍ ତଳ ଭୂମିର ଉତ୍ତର ଦିଗସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଲାଗିଥିଲା ଓ ଏହାର ସୀମା ହିନ୍ନୋମ ଉପତ୍ୟକାଠାରୁ ଯିବୂଷର ଦକ୍ଷିଣ ପାର୍ଶ୍ୱ ପର୍ଯ୍ୟନ୍ତ ଲାଗିଥିଲା। ଏବଂ ଏହାର ସୀମା ଐନରୋଗଲେକୁ ଲାଗିଥିଲା। Gade chapit la |
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।