Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 18:18 - ଓଡିଆ ବାଇବେଲ

18 ପୁଣି ଉତ୍ତର ଦିଗରେ ପଦାଭୂମିର ସମ୍ମୁଖ ପାର୍ଶ୍ୱ ଦେଇ ପଦାଭୂମିକି ଗଡ଼ିଗଲା

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ଉତ୍ତର ଦିଗରେ ପଦାଭୂମିର ସମ୍ମୁଖ ପାର୍ଶ୍ଵ ଦେଇ ପଦାଭୂମିକି ଗଡ଼ିଗଲା

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି ଉତ୍ତର ଦିଗରେ ପଦାଭୂମିର ସମ୍ମୁଖ ପାର୍ଶ୍ୱ ଦେଇ ପଦାଭୂମିକୁ ଗଡ଼ିଗଲା

Gade chapit la Kopi

ପବିତ୍ର ବାଇବଲ

18 ଉତ୍ତର ଦିଗରେ ପଦା ଭୂମିର ସମ୍ମୁଖ ପାର୍ଶ୍ୱଠାରୁ ପଦାଭୂମି ପର୍ଯ୍ୟନ୍ତ ଲାଗି ଥିଲା।

Gade chapit la Kopi




ଯିହୋଶୂୟ 18:18
4 Referans Kwoze  

ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।


ପ୍ରାନ୍ତରରେ ବେଥ୍-ଅରାବା, ମିଦ୍ଦୀନ୍‍ ଓ ସକାଖା


ପୁଣି ଉତ୍ତର ଦିଗରେ ଫେରି ଐନ୍‍-ଶେମଶ୍‍ ନିକଟରେ ଗଲା ଓ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।


ଓ ସେହି ସୀମା ବେଥ୍-ହୋଗ୍ଲାର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରାନ୍ତ ଥିଲା, ଏ ଦକ୍ଷିଣ ସୀମା।


Swiv nou:

Piblisite


Piblisite