Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:11 - ଓଡିଆ ବାଇବେଲ

11 ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍‍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍‍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା।

Gade chapit la Kopi

ପବିତ୍ର ବାଇବଲ

11 ଏହିପରି ଭାବରେ ସେମାନଙ୍କର ସୀମା ପଶ୍ଚିମରେ ମରିୟଲା ଦିଗରେ ଉଠି ଦବେଶତ୍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଥିଲା।

Gade chapit la Kopi




ଯିହୋଶୂୟ 19:11
5 Referans Kwoze  

କେଦଶ୍‍ର ରାଜା, ଏକ; କର୍ମିଲସ୍ଥ ଯଗ୍ନିୟାମର ରାଜା, ଏକ;


ତଳିଭୂମି ସହିତ ଯକମୀୟାମ୍‍ ଓ ତଳିଭୂମି ସହିତ ବେଥ୍-ହୋରଣ;


ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନ୍‍ରେ ଅହୀଲୂଦର ପୁତ୍ର ବାନା।


ଏଥିଉତ୍ତାରେ ସବୂଲୂନ-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା।


ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍‍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତ୍‍ରେ ବାହାରି ଯାଫୀୟକୁ ଉଠିଗଲା।


Swiv nou:

Piblisite


Piblisite