Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:15 - ଓଡିଆ ବାଇବେଲ

15 ପୁଣି କଟତ୍‍ ଓ ନହଲୋଲ୍‍ ଓ ଶିମ୍ରୋଣ ଓ ଯିଦାଲା ଓ ବେଥଲିହିମ; ଗ୍ରାମ ସମେତ ଏହି ବାର ନଗର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି କଟତ୍ ଓ ନହଲୋଲ ଓ ଶିମ୍ରୋଣ ଓ ଯିଦାଲା ଓ ବୈଥ୍ଲେହିମ; ଗ୍ରାମ ସମେତ ଏହି ବାର ନଗର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି କଟତ୍‍ ଓ ନହଲୋଲ୍‍ ଓ ଶିମ୍ରୋଣ ଓ ଯିଦାଲା ଓ ବେଥଲିହିମ; ଗ୍ରାମ ସମେତ ଏହି ବାର ନଗର।

Gade chapit la Kopi

ପବିତ୍ର ବାଇବଲ

15 କଟତ୍, ନହଲୋଲ୍, ଶିମ୍ରୋଣ, ଯିଦାଲା ଓ ବୈ‌ଥ୍‌ଲେହମ ଗ୍ରାମ ସମେତ ଏହିପରି ଭାବରେ ତାଙ୍କର ବାରଟି ନଗର ଥିଲା।

Gade chapit la Kopi




ଯିହୋଶୂୟ 19:15
11 Referans Kwoze  

ଏଥିଉତ୍ତାରେ ହାସୋରର ରାଜା ଯାବୀନ୍‍ ସେହି ବିଷୟ ଶୁଣନ୍ତେ, ସେ ମାଦୋନର ରାଜା ଯୋବବ୍‍ ଓ ଶିମ୍ରୋଣର ରାଜା ଓ ଅକ୍‍ଷଫର ରାଜା ନିକଟକୁ,


ସେ ବେଥଲିହିମ, ଐଟମ୍‍, ତକୋୟ,


ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପ-ଜଳ ପାନ କରିବାକୁ ମୋତେ ଦିଅନ୍ତା କି !”


ଏଣୁ ସେ ଦୁଇ ଜଣ ଯାଉ ଯାଉ ବେଥଲିହିମରେ ଉପସ୍ଥିତ ହେଲେ। ପୁଣି ଯେତେବେଳେ ସେମାନେ ବେଥଲିହିମରେ ଉପସ୍ଥିତ ହେଲେ, ସେତେବେଳେ ସେମାନଙ୍କ ବିଷୟରେ ନଗରଯାକ ଜନରବ ହୁଅନ୍ତେ, ସ୍ତ୍ରୀ ଲୋକମାନେ କହିଲେ, “ଏ କି ନୟମୀ ?”


ସବୂଲୂନ କିଟ୍ରୋଣ ଓ ନହଲୋଲ୍‍ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠି କର୍ମ କଲେ।


ଶିମ୍ରୋଣମରୋଣର ରାଜା, ଏକ; ଅକ୍‍ଷଫର ରାଜା, ଏକ;


ପୁଣି ସେହି ସୀମା ଉତ୍ତର ଦିଗରେ ତାହା ବେଷ୍ଟନ କରି ହନ୍ନାଥୋନକୁ ଗଲା; ପୁଣି ତହିଁର ସୀମା ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା।


ଗ୍ରାମ ସମେତ ଏସବୁ ନଗର ସବୂଲୂନ-ସନ୍ତାନମାନଙ୍କ ବଂଶାନୁସାରେ ସେମାନଙ୍କ ଅଧିକାର ଥିଲା।


ତାହା ଉତ୍ତାରେ ବେଥଲିହିମର ଇବ୍‍ସନ୍‍ ଇସ୍ରାଏଲର ବିଚାର କଲେ।


ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।


Swiv nou:

Piblisite


Piblisite