Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:30 - ଓଡିଆ ବାଇବେଲ

30 ମଧ୍ୟ ଉମ୍ମା ଓ ଅଫେକ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ମଧ୍ୟ ଉମ୍ମା ଓ ଅଫେକ୍ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ମଧ୍ୟ ଉମ୍ମା ଓ ଅଫେକ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା।

Gade chapit la Kopi

ପବିତ୍ର ବାଇବଲ

30 ଉମ୍ମା, ଅଫେକ୍ ଓ ରହୋବ ଏହିପରି ଗ୍ରାମ ସମେତ ବାଇଶିଟି ନଗର ଥିଲା।

Gade chapit la Kopi




ଯିହୋଶୂୟ 19:30
12 Referans Kwoze  

ମାତ୍ର ଅବଶିଷ୍ଟ ସମସ୍ତେ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ; ଆଉ ଅବଶିଷ୍ଟ ସତାଇଶି ହଜାର ଲୋକଙ୍କ ଉପରେ ପାଚେରୀ ପଡ଼ିଲା। ପୁଣି, ବିନ୍‍ହଦଦ୍‍ ପଳାଇ ନଗରରେ ପ୍ରବେଶ କରି ଗୋଟିଏ ଭିତର କୋଠରିକୁ ଗଲା।


ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍‍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।


ହିଲକତ୍‍ ଓ ତହିଁ ତଳିଭୂମି, ରହୋବ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।


ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା;


ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ ସୀଦୋନୀୟମାନଙ୍କ ଅଧୀନ ମୀୟାରା।


ଅଫେକର ରାଜା, ଏକ; ଲାଶାରୋଣର ରାଜା, ଏକ;


ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍‍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;


ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀରବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।


ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।


ସେହି ସମୟରେ ପଲେଷ୍ଟୀୟମାନେ ଆପଣାମାନଙ୍କ ସୈନ୍ୟସାମନ୍ତ ସକଳ ଅଫେକରେ ଏକତ୍ର କଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ନିର୍ଝର ନିକଟରେ ଛାଉଣି ସ୍ଥାପନ କଲେ।


ଆଶେର ଅକ୍‍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍‍ ଓ ଅକଷୀବ୍ କି ହିଲବା କି ଅଫିକ୍‍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।


ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୀଦୋନ ପ୍ରତି ଆପଣା ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;


Swiv nou:

Piblisite


Piblisite