Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:21 - ଓଡିଆ ବାଇବେଲ

21 ତହିଁରେ ସେ କହିଲା, ତୁମ୍ଭେମାନେ ଯେପରି କହିଲ, ସେପରି ହେଉ। ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂରବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତହିଁରେ ସେ କହିଲା, ତୁମ୍ଭେମାନେ ଯେପରି କହିଲ, ସେପରି ହେଉ। ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂରବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହିଁରେ ସେ କହିଲା, “ତୁମ୍ଭେମାନେ ଯେପରି କହିଲ, ସେପରି ହେଉ।” ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂର ବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା।

Gade chapit la Kopi

ପବିତ୍ର ବାଇବଲ

21 ସେ ସ୍ତ୍ରୀଲୋକଟି ଉତ୍ତର ଦେଇ କହିଲା, “ତୁମ୍ଭେ ଯାହା କହିଲ ମୁଁ ଠିକ୍ ସେହିପରି କରିବି।” ସ୍ତ୍ରୀଲୋକଟି ସେମାନଙ୍କୁ ବିଦାୟ ଦେଲା, ତା'ପରେ ସେ ଲୋକମାନେ ସ୍ଥାନ ପରିତ୍ୟାଗ କଲେ। ତା'ପରେ ସେହି ସ୍ତ୍ରୀଲୋକ ଜଣକ ସେହି ନାଲି ଧଡ଼ି ଫିତାଟିକୁ ସେହି ଝରକାରେ ବାନ୍ଧି ରଖିଲା।

Gade chapit la Kopi




ଯିହୋଶୂୟ 2:21
6 Referans Kwoze  

ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର ।


ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ ।


ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂରବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ।


ମାତ୍ର ତୁମ୍ଭେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ କର, ତେବେ ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ତୁମ୍ଭ ସେହି ଶପଥରୁ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ।


ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବାଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ।


ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।


Swiv nou:

Piblisite


Piblisite