Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:4 - ଓଡିଆ ବାଇବେଲ

4 ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, ହଁ, ସେହି ଲୋକମାନେ ମୋ’ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, ହଁ, ସେହି ଲୋକମାନେ ମୋʼ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, “ହଁ, ସେହି ଲୋକମାନେ ମୋʼ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ଏଥିରେ ସେ ସ୍ତ୍ରୀଲୋକ ସେହି ଦୁଇ ଜଣଙ୍କୁ ଲୁଗ୍ଭଇ ରଖିଲା। କିନ୍ତୁ ସ୍ତ୍ରୀଲୋକଟି କହିଲା, “ହଁ, ଦୁଇ ଜଣ ଲୋକ ମୋ’ ପାଖକୁ ଆସିଥିଲେ, କିନ୍ତୁ ସେମାନେ କେଉଁଠାରୁ ଆସିଥିଲେ ମୁଁ ଜାଣି ପାରିଲି ନାହିଁ।

Gade chapit la Kopi




ଯିହୋଶୂୟ 2:4
9 Referans Kwoze  

ସେତେବେଳେ ଇଲୀଶାୟ ସେମାନଙ୍କୁ କହିଲେ, “ଏ ସେହି ପଥ ନୁହେଁ, କି ଏ ସେହି ନଗର ନୁହେଁ; ମୋ’ ପଛେ ପଛେ ଆସ, ତୁମ୍ଭେମାନେ ଯେଉଁ ଲୋକକୁ ଖୋଜୁଅଛ, ମୁଁ ତାହା ନିକଟକୁ ତୁମ୍ଭମାନଙ୍କୁ ନେଇଯିବି।” ତହୁଁ ଇଲୀଶାୟ ସେମାନଙ୍କୁ ଶମରୀୟାକୁ କଢ଼ାଇ ନେଲେ।


ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିସ୍ରୀୟା ସ୍ତ୍ରୀଗଣ ପରି ନୁହଁନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି।”


ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ ?


ତହିଁରେ ଯିରୀହୋର ରାଜା ରାହାବ ନିକଟକୁ କହି ପଠାଇଲେ, ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସି ତୁମ୍ଭ ଗୃହରେ ପ୍ରବେଶ କରିଅଛନ୍ତି, ସେମାନଙ୍କୁ ବାହାର କରି ଆଣ, ଯେହେତୁ ସେମାନେ ସମସ୍ତ ଦେଶ ଅନୁସନ୍ଧାନ କରିବାକୁ ଆସିଅଛନ୍ତି।


ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗରଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରି ଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।


ମାତ୍ର ନଗର ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜିତ ହେବ; କେବଳ ରାହାବ ବେଶ୍ୟା, ସେ ଓ ଗୃହରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ, କାରଣ ସେ ଆମ୍ଭମାନଙ୍କ ପ୍ରେରିତ ଗୁପ୍ତଚରଙ୍କୁ ଲୁଚାଇ ରଖିଥିଲା।


ମାତ୍ର ଯିହୋଶୂୟ ରାହାବ ବେଶ୍ୟାକୁ ଓ ତାହାର ପିତୃପରିବାରକୁ ଓ ତାହାର ସର୍ବସ୍ୱ ଜୀବିତ ରଖିଲେ; ପୁଣି ସେ ଆଜି ପର୍ଯ୍ୟନ୍ତ ଇସ୍ରାଏଲ ମଧ୍ୟରେ ବସତି କରୁଅଛି; କାରଣ ଯିରୀହୋ ଅନ୍ୱେଷଣ କରିବା ପାଇଁ ଯିହୋଶୂୟ ଯେଉଁ ଗୁପ୍ତଚରଙ୍କୁ ପଠାଇଥିଲେ, ସେମାନଙ୍କୁ ସେ ଲୁଚାଇ ରଖିଥିଲା।


Swiv nou:

Piblisite


Piblisite