Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:19 - ଓଡିଆ ବାଇବେଲ

19 ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା।

Gade chapit la Kopi

ପବିତ୍ର ବାଇବଲ

19 ହାରୋଣର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳଭୂମି ସମେତ ତେରଟି ନଗର ହେଲା।

Gade chapit la Kopi




ଯିହୋଶୂୟ 21:19
3 Referans Kwoze  

ଅନାଥୋତ୍‍ ଓ ତହିଁ ତଳିଭୂମି, ଅଲମୋନ ଓ ତହିଁ ତଳିଭୂମି; ଚାରି ନଗର।


ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍‍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ।


ପୁଣି, ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ ନଗରସବୁ, ହିବ୍ରୋଣ; ଲିବ୍‍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;


Swiv nou:

Piblisite


Piblisite