Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:41 - ଓଡିଆ ବାଇବେଲ

41 ଇସ୍ରାଏଲ ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଇସ୍ରାଏଲ-ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟ-ମାନଙ୍କର ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଇସ୍ରାଏଲ-ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା।

Gade chapit la Kopi

ପବିତ୍ର ବାଇବଲ

41 ଏହିପରି ଭାବରେ ଲେବୀୟମାନେ ଅଠଗ୍ଭଳିଶ୍‌ଟି ସହର ଓ ତଳଭୂମି ପାଇଲେ। ଏହି ସମସ୍ତ ଅଞ୍ଚଳ ଅନ୍ୟ ବଂଶଧରଙ୍କର ଅଧିକାରରେ ଥିଲା।

Gade chapit la Kopi




ଯିହୋଶୂୟ 21:41
7 Referans Kwoze  

ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।


ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ଡ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ, କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।


ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍‍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା।


ଏହି ପ୍ରତ୍ୟେକ ନଗରର ଚାରିଆଡ଼େ ତଳିଭୂମି ଥିଲା; ଏରୂପେ ଏହି ସମସ୍ତ ନଗର ଥିଲା।


ପୁଣି, ଇସ୍ରାଏଲ ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ।


ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗର ସମୁହ ଓ ତହିଁର ତଳିଭୂମି ଦେଲେ।


Swiv nou:

Piblisite


Piblisite