ଯିହୋଶୂୟ 22:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ, Gade chapit laପବିତ୍ର ବାଇବଲ1 ଏହା ପରେ ଯିହୋଶୂୟ ରୁବେନ୍ର ଗାଦ୍ର ଓ ମନଃଶିର ଅର୍ଦ୍ଧେକ ପରିବାରବର୍ଗମାନଙ୍କୁ ନେଇ ଏକ ସଭା ଡାକିଲେ। Gade chapit la |
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବାଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରି ଆସି ତାହା ଅଧିକାର କରିବ।