Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 22:16 - ଓଡିଆ ବାଇବେଲ

16 “ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, “ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କ’ଣ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସଦାପ୍ରଭୁଙ୍କ ସମଗ୍ର ମଣ୍ତଳୀ ଏରୂପ କହନ୍ତି, ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ଵରଙ୍କ ନିକଟରେ ଏହି ଯେ ସତ୍ୟ ଲଘଂନ କରିଅଛ, ଏ କଅଣ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 “ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, ‘ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କʼଣ?

Gade chapit la Kopi

ପବିତ୍ର ବାଇବଲ

16 “ଇସ୍ରାଏଲ ବଂଶଗଣ ତୁମ୍ଭମାନଙ୍କୁ ପଗ୍ଭରୁଅଛି, କାହିଁକି ତୁମ୍ଭେମାନେ ଇସ୍ରାଏଲର ସଦାପ୍ରଭୁଙ୍କ ବିରୁଦ୍ଧରେ ଏପରି କାର୍ଯ୍ୟ କଲ? ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କଲ? କାହିଁକି ତୁମ୍ଭମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କଲ? ଏହା କ’ଣ ସଦାପ୍ରଭୁଙ୍କ ନୀତି ବାହାରେ ନୁହେଁ? ଏହା ତୁମ୍ଭେମାନେ ଠିକ୍ ରୂପେ ଜାଣ।

Gade chapit la Kopi




ଯିହୋଶୂୟ 22:16
8 Referans Kwoze  

ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍‍-ସନ୍ତାନଗଣ ଓ ଗାଦ୍‍ ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ୱରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି।


ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍‍ ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,


ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ। ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।


କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।


ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ ବଂଶରୁ ଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ହୋମ କି ବଳିଦାନ କରେ,


କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”


ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।


Swiv nou:

Piblisite


Piblisite