ଯିହୋଶୂୟ 22:22 - ଓଡିଆ ବାଇବେଲ22 “ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର; Gade chapit laପବିତ୍ର ବାଇବଲ (Re-edited) - (BSI)22 ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର, ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ ଲଘଂନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 “ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର; Gade chapit laପବିତ୍ର ବାଇବଲ22 “ପରମେଶ୍ୱର, ସଦାପ୍ରଭୁ ଆମ୍ଭର ପରମେଶ୍ୱର! ସଦାପ୍ରଭୁ ହେଉଛନ୍ତି ଆମ୍ଭର ପରମେଶ୍ୱର। ଏବଂ ସଦାପ୍ରଭୁ ଜାଣନ୍ତି ଆମ୍ଭେ ଏପରି କାହିଁକି କଲୁ। ଆମ୍ଭେମାନେ ମଧ୍ୟ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁ। ଆମ୍ଭେମାନେ କ’ଣ କରିଛୁ ତୁମ୍ଭେମାନେ ବିଗ୍ଭର କର। ଯଦି ତୁମ୍ଭେ ଏହା ବିଶ୍ୱାସ କର କି ବିଗ୍ଭର କର ଆମ୍ଭେମାନେ କିଛି ଭୁଲ୍ କରିଛୁ, ତେବେ ତୁମ୍ଭେମାନେ ଆମ୍ଭକୁ ହତ୍ୟା କରିପାର। Gade chapit la |
ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହି ସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରି ପାରିବେ ନାହିଁ । ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି ।
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।