Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 22:7 - ଓଡିଆ ବାଇବେଲ

7 ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ। ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ। ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ଵୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ। ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

7 ମୋଶା ମନଃଶିର ଅର୍ଦ୍ଧବଂଶକୁ ବାଶନରେ ଅଧିକାର ଦେଇଥିଲେ। ମାତ୍ର ଅନ୍ୟ ଅର୍ଦ୍ଧବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ଅଧିକାର ଦେଲେ। ଆହୁରି ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ।

Gade chapit la Kopi




ଯିହୋଶୂୟ 22:7
4 Referans Kwoze  

ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍‍, ଗାଦ୍‍-ସନ୍ତାନଗଣକୁ, ରୁବେନ୍‍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍‍ର ରାଜ୍ୟ, ଅର୍ଥାତ୍‍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।


ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତି; ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେ; ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।


Swiv nou:

Piblisite


Piblisite