Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 23:4 - ଓଡିଆ ବାଇବେଲ

4 ଦେଖ, ଯର୍ଦ୍ଦନ ଅବଧି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଯେସମସ୍ତ ଦେଶୀୟମାନଙ୍କୁ ମୁଁ ଉଚ୍ଛିନ୍ନ କରିଅଛି, ଆଉ ଯେଉଁ ଦେଶୀୟମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ଦେଶ ଅଧିକାର କରିବାକୁ ମୁଁ ତୁମ୍ଭମାନଙ୍କ ବଂଶାନୁସାରେ ଗୁଲିବାଣ୍ଟ ଦ୍ୱାରା ବିଭାଗ କରି ତୁମ୍ଭମାନଙ୍କୁ ଦେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଦେଖ, ଯର୍ଦ୍ଦନ ଅବଧି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଯେସମସ୍ତ ଦେଶୀୟମାନଙ୍କୁ ମୁଁ ଉଚ୍ଛିନ୍ନ କରିଅଛି, ଆଉ ଯେଉଁ ଦେଶୀୟମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ଦେଶ ଅଧିକାର କରିବାକୁ ମୁଁ ତୁମ୍ଭମାନଙ୍କ ବଂଶାନୁସାରେ ଗୁଲିବାଣ୍ଟ ଦ୍ଵାରା ବିଭାଗ କରି ତୁମ୍ଭମାନଙ୍କୁ ଦେଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଦେଖ, ଯର୍ଦ୍ଦନ ଅବଧି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଯେସମସ୍ତ ଦେଶୀୟମାନଙ୍କୁ ମୁଁ ଉଚ୍ଛିନ୍ନ କରିଅଛି, ଆଉ ଯେଉଁ ଦେଶୀୟମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ଦେଶ ଅଧିକାର କରିବାକୁ ମୁଁ ତୁମ୍ଭମାନଙ୍କ ବଂଶାନୁସାରେ ଗୁଲିବାଣ୍ଟ ଦ୍ୱାରା ବିଭାଗ କରି ତୁମ୍ଭମାନଙ୍କୁ ଦେଲି।

Gade chapit la Kopi

ପବିତ୍ର ବାଇବଲ

4 ମୋର ମନେ ଅଛି, ମୁଁ ତୁମ୍ଭମାନଙ୍କୁ ଯର୍ଦ୍ଦନ ନଦୀର ମଧ୍ୟବର୍ତ୍ତୀ ଓ ପଶ୍ଚିମ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଭୂମି ତୁମ୍ଭମାନଙ୍କର ଅଧିକାର ପାଇଁ ଦେଇଅଛି। ଅଧିକୃତ ହୋଇ ନ ଥିବା ଦେଶ ତୁମ୍ଭ ଦ୍ୱାରା ଅଧିକୃତ ହେବ। କିନ୍ତୁ ତୁମ୍ଭେମାନେ ସେଗୁଡ଼ିକ ଏ ପର୍ଯ୍ୟନ୍ତ ନିଜ ଅଧୀନକୁ ଆଣି ପାରି ନାହିଁ।

Gade chapit la Kopi




ଯିହୋଶୂୟ 23:4
9 Referans Kwoze  

ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ।


ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;


ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇ ନାହଁ ଓ ଦେଶ ଅଧିକାର କରି ନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା।


ତୁମ୍ଭେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବାକୁ ଯାଉଅଛ, ସେମାନଙ୍କୁ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ଦେଶରେ ବାସ କରିବ;


ଏହେତୁ ଯିହୋଶୂୟ ମରଣ କାଳରେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲା, ଆମ୍ଭେ ମଧ୍ୟ ସେମାନଙ୍କୁ ଏମାନଙ୍କ ସମ୍ମୁଖରୁ ଅଦ୍ୟାବଧି ଆଉ ତଡ଼ିଦେବା ନାହିଁ;


ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରି ଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।


ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା।


ଆମ୍ଭେ ଗୋଷ୍ଠୀଗଣକୁ ଉଚ୍ଛିନ୍ନ କରିଅଛୁ, ସେମାନଙ୍କର ଦୁର୍ଗସକଳ ଧ୍ୱଂସିତ ହୋଇଅଛି; ଆମ୍ଭେ ସେମାନଙ୍କର ପଥସକଳ ଧ୍ୱଂସ କରିଅଛୁ, ତାହା ଦେଇ କେହି ଗମନାଗମନ କରେ ନାହିଁ; ସେମାନଙ୍କର ନଗରସକଳ ଏପରି ବିନଷ୍ଟ ହୋଇଅଛି ଯେ, ତହିଁରେ କୌଣସି ମନୁଷ୍ୟ ଓ ବାସକାରୀ କେହି ନାହିଁ।


Swiv nou:

Piblisite


Piblisite