Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 23:5 - ଓଡିଆ ବାଇବେଲ

5 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବେ ଓ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ତଡ଼ି ଦେବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟାନୁସାରେ ସେମାନଙ୍କ ଦେଶ ଅଧିକାର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବେ ଓ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ତଡ଼ି ଦେବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟାନୁସାରେ ସେମାନଙ୍କ ଦେଶ ଅଧିକାର କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବେ ଓ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ତଡ଼ି ଦେବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟାନୁସାରେ ସେମାନଙ୍କ ଦେଶ ଅଧିକାର କରିବ।

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ସେଠାରେ ବାସ କରିଥିବା ଲୋକମାନଙ୍କୁ ଘଉଡ଼ାଇ ଦେବେ! ଯାହାଫଳରେ ତୁମ୍ଭେମାନେ ସେମାନଙ୍କର ଦେଶକୁ ନେଇ ପାରିବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଏପରି କରିବାକୁ ପ୍ରତିଜ୍ଞା କରିଛନ୍ତି।

Gade chapit la Kopi




ଯିହୋଶୂୟ 23:5
9 Referans Kwoze  

ଲିବାନୋନଠାରୁ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।


ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ।


ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ି ଦେବା।


ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବା।


ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।


ଏହେତୁ ଯିହୋଶୂୟ ମରଣ କାଳରେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲା, ଆମ୍ଭେ ମଧ୍ୟ ସେମାନଙ୍କୁ ଏମାନଙ୍କ ସମ୍ମୁଖରୁ ଅଦ୍ୟାବଧି ଆଉ ତଡ଼ିଦେବା ନାହିଁ;


Swiv nou:

Piblisite


Piblisite